ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର

0

ନୂଆଦିଲ୍ଲୀ; ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍.ଏମ୍. କ୍ରିଷ୍ଣାଙ୍କୁ ପଦ୍ମ ବିଭୂଷଣ ଏବଂ ବିଶିଷ୍ଟ ଶିଳ୍ପପତି ତଥା ଆଦିତ୍ୟ ବିର୍ଲା ଗ୍ରୁପ୍ ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲାଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଛି।

ଆଜି ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶାର ମାଗୁଣି ଚରଣ କୁଅଁର। ୬ ଦଶନ୍ଧି ଧରି ବିଲୁପ୍ତପ୍ରାୟ କାଠ କଣ୍ଢେଇ ନୃତ୍ୟକୁ ବଞ୍ଚାଇ ରଖିଥିବା କେନ୍ଦୁଝରର ମାଗୁଣିଙ୍କୁ କଳା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପଦ୍ମଶ୍ରୀରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Leave A Reply

Your email address will not be published.