ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କେନ୍ଦ୍ର ସରକାରୀଙ୍କ ମହଙ୍ଗାଭତ୍ତା ୪ ପ୍ରତିଶତ ବଢ଼ିଲା

0

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀଙ୍କ ମହଙ୍ଗାଭତ୍ତା ୪% ବଢ଼ିଲା । ମହଙ୍ଗାଭତ୍ତା ୪ ପ୍ରତିଶତ ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ଶୁକ୍ରବାରଦିନ ମଂଜୁରୀ ଦେଇଛି । ଅତିରିକ୍ତ କିସ୍ତି ଆକାରରେ ଏହା କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଧାରୀଙ୍କୁ ମିଳିବ । ଦରଦାମ ବୃଦ୍ଧିର ମୁକାବିଲା ପାଇଁ ସରକାରୀ କର୍ମଚାରୀଙ୍କୁ ସରକାର ଏହି ସୁବିଧା ଦେଇଛନ୍ତି । ୨୦୨୩ ଜାନୁଆରି ପହିଲାରୁ ଏହା ପ୍ରଦାନ କରାଯିବ। ଏହା ସହିତ କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ପାଇଛି।

ଏ ସଂପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (ଡିଏ) ୪ ପ୍ରତିଶତ ବୃଦ୍ଧି କରାଯାଇଛି। ଏଥିପାଇଁ ସରକାର ୧୨,୮୧୫ ଟଙ୍କା ଖର୍ଚ୍ଚ କରିବେ। ମହଙ୍ଗା ଭତ୍ତା ୩୮%ରୁ ୪୨%କୁ ବୃଦ୍ଧି କରାଯାଇଛି। ୨୦୨୩ ଜାନୁଆରି ପହିଲାରୁ ଏହା ପିଛିଲା ଭାବେ କାର୍ଯ୍ୟକାରୀ ହେବ  ବୋଲି ସେ କହିଛନ୍ତି ।

Leave A Reply

Your email address will not be published.