ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

ଦୟାନଦୀରେ ଗାଧୋଉଥିବା ବେଳେ ବୁଡିଗଲା ନାବାଳକ

0

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବର ଉପକଣ୍ଠ ଦୟାନଦୀକୁ ଗାଧୋଇବାକୁ ଯାଇ ଗୁରୁବାର ଜଣେ ନାବାଳକ ନିଖୋଜ ହୋଇଯାଇଛି। ନିଖୋଜ ହୋଇଥିବା ନାବାଳକ ହେଲେ ଭୁବନେଶ୍ବର ଉପକଣ୍ଠ ଲିଙ୍ଗିପୁର ପଞ୍ଚାୟତ ଇନ୍ଦିରା କଲୋନୀର ସୁମିତେନ୍ଦ୍ର ସାହୁ ।

ଆଜି ଅପରାହ୍ନରେ ୪ ଜଣ ନାବାଳକ ଦୟା ନଦୀ ବ୍ରିଜ ତଳେ ମାଛ ଧରିବାକୁ ଆସିଥିବା ବେଳେ ଏଭଳି ଘଟଣା ଘଟିଛି । ଅନ୍ୟ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ, ସିମୁତେନ୍ଦ୍ର ଏବେ ବି ନିଖୋଜ ଅଛନ୍ତି । ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୋଲିସ ନିଖୋଜ ଥିବା ସମୁତେନ୍ଦ୍ରଙ୍କୁ ଖୋଜାଖୋଜି କରୁଛନ୍ତି ।

Leave A Reply

Your email address will not be published.