ପ୍ରମୁଖ ଖବର

ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍‌ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି

ଫିଲିପାଇନ୍ସରେ ବୁଡିଗଲା ବୋଟ୍, ୩୦ରୁ ଅଧିକ ମୃତ

0

ନୂଆଦିଲ୍ଲୀ: ଫିଲିପାଇନ୍ସରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି । ୨୫୦ ଲୋକଙ୍କୁ ନେଇ ଯାଉଥିବା ଏକ ବୋଟ୍ ବୁଡ଼ିଯାଇଛି । ଜାହାଜରେ ନିଆଁ ଲାଗିବା କାରଣରୁ ଏହା ବୁଡ଼ିଯାଇଥିବା ଜଣାପଡ଼ିଛି । ଏଥିରେ ୩୧ ଜଣଙ୍କର ମୃତ୍ୟୁ ହୋଇଥିବା ବିଭିନ୍ନ ଅନ୍ତର୍ଜାତୀୟ ଗଣମାଧ୍ୟମ ରିପୋର୍ଟ କରିଛନ୍ତି ।

ଏଯାଏଁ ୨୦୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୭ ଜଣ ଲୋକ ନିଖୋଜ ଅଛନ୍ତି ।ଦକ୍ଷିଣ ଫିଲିପାଇନ୍ସରେ ଘଟିଛି ଏହି ଘଟଣା । ବେଲିଲନର ଦକ୍ଷିଣ ଦୀପର ଗଭର୍ଣ୍ଣର ଜିମ୍ ହାଟାମନ୍ କହିଛନ୍ତି ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ୧୮ ଲୋକଙ୍କର ଶବ ଉଦ୍ଧାର କରାଯାଇଛି ।

Leave A Reply

Your email address will not be published.