ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

0

ଭୁବନେଶ୍ବର; ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ। ଆସନ୍ତା ମେ’ ୧୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ । ଏଥିପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ୍ ବିକ୍ରିର ଶୁଭାରମ୍ଭ କରିବେ । ସୂଚନା ଅନୁସାରେ, ଗତ ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱର ଓ ଦୁବାଇ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହେବାକୁ ସ୍ଥିର ହୋଇଥିଲା ।

କିନ୍ତୁ କୌଣସି କାରଣରୁ ଏହା ସମ୍ଭବ ହୋଇପାରିନଥିଲା । କିନ୍ତୁ ଆସନ୍ତା ମାସରେ ଭୁବନେଶ୍ୱରରୁ ଦୁବାଇ ବିମାନ ଚଳାଚଳ ଆରମ୍ଭ ହେବ । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ଟି-୨ ଟର୍ମିନାଲର ନବୀକରଣ କାମ ମେ’ ମାସରେ ଶେଷ ହେବ । ଏହାକୁ ଦୃଷ୍ଟିରେ ରଖି ମେ’ ୧୫ରେ ଦୁବାଇକୁ ବିମାନ ଉଡ଼ାଣ ଆରମ୍ଭ ହେବ । ଏନେଇ ଇଣ୍ଡିଗୋ ଏୟାର୍ ଲାଇନ୍ସ ସହ ରାଜ୍ୟ ସରକାର ଚୁକ୍ତି ସ୍ୱାକ୍ଷର କରିଛନ୍ତି ।

Leave A Reply

Your email address will not be published.