ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଆସନ୍ତାକାଲିଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ

0

ଭୁବନେଶ୍ବର; ଆସନ୍ତାକାଲିଠୁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ । ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ଏପ୍ରିଲ ୧୨ ତାରିଖରୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ରାଜ୍ୟ ସରକାର ଏନେଇ ଘୋଷଣା କରିଛନ୍ତି ।

ତେବେ ଖାଲି ସେତିକି ନୁହେଁ, ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ଆଜି କୋଭିଡ୍ ଓ ହିଟୱେଭକୁ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ଏହାପରେ ଏହି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.