ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ

0

ଭୁବନେଶ୍ୱର: ଆଜି ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ପୂର୍ବ ଶତ୍ରୁତାରୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ବିଜେବି କଲେଜରେ ଇଣ୍ଟିଗ୍ରେଟେଡ ଏମବିଏ ପଢ଼ୁଥିବା ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଆକ୍ରମଣରେ ଆହତ ହୋଇଥିବା ଛାତ୍ର ହେଉଛନ୍ତି ଶାଶ୍ୱତ ପଣ୍ଡା । ଏହି ଘଟଣା ବଡ଼ଗଡ଼ ପୋଲିସ ୨ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ଛାତ୍ର ଓ ଆଉ ଜଣେ ଅଣଛାତ୍ର ରହିଥିବା ସୂଚନା ମିଳିଛି ।

Leave A Reply

Your email address will not be published.