ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଜି-୨୦ ଜନ ଭାଗିଦାରୀ : ସୋଆରେ ଫୁଡ ମିନି ମାରାଥନ ଆୟୋଜିତ

0

ଭୁବନେଶ୍ୱର: ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ରବିବାର ଦିନ ଏକ ମିନି ମାରାଥନ ଆୟୋଜିତ ହୋଇଯାଇଛି । ସୋଆର ବିଭିନ୍ନ ଅନୁଷ୍ଠାନର ସହ ସହ ଛାତ୍ରଛାତ୍ରୀ ଏହି ମାରାଥନ ରେ ଦୌଡି ଥିଲେ ।
ସୋଆ କ୍ୟାମ୍ପସ ୨ ସମ୍ମୁଖରୁ ଆରମ୍ଭ ହୋଇଥିବା ଏହି ମାରାଥନ କୁ କୃଷି ମହାବିଦ୍ୟାଳୟ ର ଡିନ ପ୍ରଫେସର ବିଜୟ କୁମାର ସାହୁ ଶୁଭାରମ୍ଭ କରିଥିଲେ |
କ୍ୟାମ୍ପସ ୨ ଠାରୁ କଳିଙ୍ଗ ସ୍ଟୁଡ଼ିଓ ଛକ ପର୍ଯ୍ୟନ୍ତ ଏହି ମାରାଥନ ହୋଇଥିଲା |

ଏହି ମାରାଥନ ରେ ସୋଆ ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ୟୁନିଭର୍ସିଟି ଆଉଟରିଚ ପ୍ରୋଗ୍ରାମ ର ନିର୍ଦେଶକ ପ୍ରଫେସର ନଚିକେତା ଶର୍ମା ଓ ସ୍ପୋର୍ଟ୍ସ ଅଫିସର ଶ୍ରୀମତୀ ସୁନିତା ବର୍ମା ପ୍ରମୁଖ ଉପସ୍ଥିତ ଥିଲେ|

Leave A Reply

Your email address will not be published.