ପ୍ରମୁଖ ଖବର

ଅଣ ସେବାୟତଙ୍କୁ ରଥ ଉପର ମନା, ଚଢ଼ିଲେ ହେବେ ଗିରଫ
ଡିଏନଏରୁ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ : ଜି-୭ ସମ୍ମିଳନୀରେ ଦେବେ ଯୋଗ
ଭୁଶୁଡିଲା ଇନ୍ଦ୍ରାୟଣୀ ନଦୀର ବ୍ରିଜ୍‌, ଭାସିଗଲେ ୨୦ ପର୍ଯ୍ୟଟକ
କେବଳ ଯାତ୍ରୀ ନୁହେଁ ମେଡ଼ିକାଲ ଛାତ୍ରଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ
କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଲେ ରଞ୍ଜନ ଦାଶ

0

ପୁରୀ: ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଇଛନ୍ତି ରଞ୍ଜନ ଦାଶ। ସ୍ଥାୟୀ ପ୍ରଶାସକ ଭାବେ ଯୋଗଦାନ ପରେ ସେ ଆଜି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ସେବାରେ କାର୍ଯ୍ୟ କରିବେ ବୋଲି ମତ ଦେଇଛନ୍ତି।

ଆଗକୁ ରଥଯାତ୍ରା ଥିବା ବେଳେ ତା ପୂର୍ବରୁ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଯୋଗଦେଇଛନ୍ତି । ସମସ୍ତଙ୍କ ସହ ସମନ୍ୱୟ ରକ୍ଷାକରି ସେ କାର୍ଯ୍ୟ କରିବେ ବୋଲି ମତ ରଖିଛନ୍ତି। ମୁଖ୍ୟ ପ୍ରଶାସକ ଭାବେ ତାଙ୍କର ଏହି ଯୋଗଦାନ ବେଶ ଗୁରୁତ୍ୱପୂର୍ଣ୍ଣ । ମହାପ୍ରଭୁଙ୍କ ଆଶୀର୍ବାଦ ରହିଥିବାରୁ ସେ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଥିବା କହିଛନ୍ତି।

Leave A Reply

Your email address will not be published.