ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ପୁରୀ ସମୁଦ୍ରରେ ବୁଡି ୨ ବଙ୍ଗୀୟ ପର୍ଯ୍ୟଟକ ମୃତ

0

ପୁରୀ: ପୁରୀ ସମୁଦ୍ରରେ ଗାଧୋଇବାବେଳେ ଅଘଟଣ । ସମୁଦ୍ରରେ ବୁଡି ୨ ବଙ୍ଗୀୟ ପର୍ଯ୍ୟଟକ ମୃତ । ଗାଧୋଉଥିବା ବେଳେ ସମୁଦ୍ରରେ ବୁଡିଗଲେ ତିନି ପର୍ଯ୍ୟଟକ। ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ୨ ପର୍ଯ୍ୟଟକ ପଶ୍ଚିମବଙ୍ଗ ହାୱଡାର ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ପୁରୀ ବେଳାଭୂମୀରେ ସେକ୍ଟର ୧୨ ଓ ୧୩ ବାଥିଂ ଜୋନରେ ଘଟିଛି ଅଘଟଣ। ୫ ବଙ୍ଗୀୟ ପର୍ଯ୍ୟଟକ ଗତକାଲି ପୁରୀ ଆସିଥିଲେ । ଆଜି ସକାଳେ ସେମାନେ ସମୁଦ୍ରରେ ଗାଧୋଉଥିଲେ । ଏହି ସମୟରେ ସେମାନଙ୍କ ଭିତରୁ ୨ ଜଣ ସମୁଦ୍ରରେ ବୁଡି ମୃତ୍ୟୁ ବରଣ କରିଥିବାବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କ ଚିକିତ୍ସା ପୁରୀ ମେଡିକାଲରେ କରାଯାଉଥିବା ସୂଚନା ମିଳିଛି ।

Leave A Reply

Your email address will not be published.