ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

୩ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି

0

ଭୁବନେଶ୍ବର: ରାଜ୍ୟ ସରକାର ୩ ଜଣ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ୱାଇବି ଖୁରାନିଆଙ୍କୁ ମଧ୍ୟ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.