ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କେରଳରେ ଡଙ୍ଗା ବୁଡି ଘଟଣାରେ ଆଉ ୨ଜଣଙ୍କ ମୃତ୍ୟୁ

0

କେରଳ: କେରଳରେ ଡଙ୍ଗା ବୁଡି ଘଟଣାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ଡଙ୍ଗା ବୁଡିରେ ମୋଟ ୨୨ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୫ରୁ ଅଧିକ ଶିଶୁଥିବା ନେଇ ସୂଚନା । ତେବେ ଏହି ଘଟଣାକୁ ନେଇ ପୁରା କେରଳରେ ଶୋକର ଛାୟା ଖେଳିଯାଇଛି । ମୃତକଙ୍କ ପରିବାରରେ ଦୁଃଖର ପାହାଡ ଖସିପଡିଛି।

କେରଳର ମଲପୁରମ ଜିଲ୍ଲାର ତନୁର ନିକଟରେ ଗତକାଲି ରାତିରେ ଏକ ଯାତ୍ରୀବାହୀ ଡଙ୍ଗା ଦୁର୍ଘଟଣାଗସ୍ତ ହୋଇଥିଲା । ଦୁର୍ଘଟଣା ସମୟରେ ଡଙ୍ଗାରେ ୪୦ରୁ ୫୦ ଜଣ ଯାତ୍ରୀ ଥିବା ନେଇ ସୂଚନା ମିଳିଛି । ଯୁଦ୍ଧକାଳୀନ ଭିତିରେ ଗତକାଲି କିଛି ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଛି । ପର୍ଯ୍ୟଟକଙ୍କ ମଧ୍ୟରୁ କିଛି ନିଖୋଜ ଥିବାରୁ ସେମାନଙ୍କୁ ଠାବ କରିବାକୁୁ ପ୍ରୟାସ ଜାରି ରହିଛି । ରାତି ସମୟରେ ଦୁର୍ଘଟଣା ଘଟିଥିବାରୁ ଉଦ୍ଧାରକାରୀ ଦଳ ପାଇଁ ସମସ୍ୟା ସୃଷ୍ଟି ହୋଇଥିଲା ।

Leave A Reply

Your email address will not be published.