ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ

0

ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ । ସକାଳ ୧୦ଟାରେ ଦଶମ ଓ ଏହା ପରେ ଦ୍ୱାଦଶ ଫଳ ପ୍ରକାଶ ପାଇବ । ଅଫିସିଆଲ ଓ୍ବେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ ।

ଗତ ଫେବ୍ରୁଆରୀ ୧୪ ତାରିଖରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ସିବିଏସଇ ଦଶମ ଏବଂ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଦ୍ବାଦଶ ପରୀକ୍ଷା ହୋଇଥିଲା । ଚଳିତବର୍ଷ ଦେଶର ୭ହଜାର ୨୫୦ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା । ୨୧ ଲକ୍ଷ ୮୬ ହଜାର ୯୪୦ ଜଣ ଛାତ୍ରଛାତ୍ରୀ ଦଶମ ପରୀକ୍ଷା ଦେଇଥିବାବେଳେ ଦ୍ୱାଦଶ ଶ୍ରେଣୀରେ ୧୬ ଲକ୍ଷ ୯୬ ହଜାର ୭୭୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।

Leave A Reply

Your email address will not be published.