ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

ବଢ଼ିପାରେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା

0

ଭୁବନେଶ୍ବର: ଆଗକୁ ଆବଶ୍ୟକ ହେଲେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢାଯିବ। ଜିଲ୍ଲାର ଆବଶ୍ୟକତା ଦେଖି ସିଟ୍ ବଢାଯିବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ। ପିଲାମାନଙ୍କ କିଛି ଅସୁବିଧା ନହେଲା ଭଳି ସମସ୍ତ ପ୍ରକାର ପଦକ୍ଷେପ ସରକାର ଗ୍ରହଣ କରିବେ । ଯୁକ୍ତ ଦୁଇ ପ୍ରଥମ ବର୍ଷ ସିଟ ବୃଦ୍ଧି ନେଇ ସୋମବାର ବିଭାଗୀୟ ବୈଠକ ବସିବ । ଚଳିତ ବର୍ଷ୫ ଲକ୍ଷ ୧୨ ହଜାର ପିଲା ମାଟ୍ରିକ୍ ପାସ୍ କରିଥିବା ବେଳେ, ଯୁକ୍ତ ଦୁଇ ପ୍ରଥମ ବର୍ଷରେ ସିଟ ଅଛି ୫ ଲକ୍ଷ ୯ ହଜାର । ତେବେ ଆଗକୁ ଏନେଇ ବ୍ୟବସ୍ଥା କରାଯାଇପାରେ। ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସୂଚନା ନାହିଁ।

Leave A Reply

Your email address will not be published.