ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

କୋଲକାତାକୁ ମାଗଣା ବସ୍ ସେବା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣା ପରେ ରେଳ ସେବା ବାଧାପ୍ରାପ୍ତ ହୋଇଥିବାରୁ କୋଲକାତାକୁ ମାଗଣା ବସ୍ ସେବା ଆରମ୍ଭ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ, ଭୁବନେଶ୍ୱର ଏବଂ କଟକରୁ କୋଲକାତା ମାଗଣା ବସ ସେବା ଯୋଗାଇଦେବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାଲେଶ୍ୱର ରୁଟରେ ଟ୍ରେନ୍ ଚଳାଚଳ ସ୍ୱାଭାବିକ୍ ହେବା ପର୍ଯ୍ୟନ୍ତ ଏହି ବସ୍ ସେବା ଜାରି ରହିବ ।ଏନେଇ ହେବାକୁ ଥିବା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ ।

ସୂଚନାଯୋଗ୍ୟ: ବାହାନଗାରେ ଟ୍ରେନ୍ ଦୁର୍ଘଟଣା କାରଣରୁ କୋଲକତାର ସାଧାରଣ ଟ୍ରେନ୍ ସେବା ବ୍ୟାହାତ ହୋଇଛି । ଅନେକ ଲୋକ ସମସ୍ୟାର ସମ୍ମୁଖୀନ ହେଉଥିଲେ । ତେଣୁ ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ, ଭୁବନେଶ୍ୱର ଏବଂ କଟକରୁ କୋଲକାତା ମାଗଣା ବସ୍ ସେବା ଘୋଷଣା କରିଛନ୍ତି । ପ୍ରତିଦିନ ପାଖାପାଖି ୫୦ଟି ବସ୍ ପୁରୀ, ଭୁବନେଶ୍ୱର ଓ କଟକରୁ ଯାତାୟତ କରିବ ବୋଲି ସୂଚନା ଦିଆଯାଇଛି।

Leave A Reply

Your email address will not be published.