ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ପଦରୁ ବାଦ ପଡ଼ିଲେ ରୋହିତ ପୂଜାରୀ । ଶ୍ରୀ ପୂଜାରୀଙ୍କ ସ୍ଥାନରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ମନ୍ତ୍ରିମଣ୍ଡଳରୁ ରୋହିତଙ୍କୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ଯୋଗୁ ରୋହିତଙ୍କୁ ମନ୍ତ୍ରିମଣ୍ଡଳରୁ ବିଦା କରିବାକୁ ସୁପାରିସ କରିଥିଲେ ମୁଖ୍ୟମନ୍ତ୍ରୀ ।
ପ୍ରମୁଖ ଖବର
୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ