ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଡାକ୍ତର ଜଗନ୍ନାଥ ମହାପାତ୍ର ଆଉ ନାହାନ୍ତି

0

ଭୁବନେଶ୍ୱର: ପୂର୍ବତନ ପୌରାଧ୍ୟକ୍ଷ ଯଥା ଜନପ୍ରିୟ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କର ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ବୟସ ହୋଇଥିଲା। ଶ୍ରୀ ମହାପାତ୍ର ଗତ କିଛି ଦିନ ଅସୁସ୍ଥ ଥିଲେ। ଆଜି ସେ ସହିଦନଗରସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ଶେଷଶଯ୍ୟାରେ ଡାକ୍ତର ଜଗନ୍ନାଥ ମହାପାତ୍ର

ଏହି ଖବର ପ୍ରଚାର ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ନିକଟ ସଂପର୍କୀୟଙ୍କ ସମେତ, ସାଧାରଣ ଜନତା, ପୂର୍ବତନ ସହଯୋଗୀ ଏବଂ ବିଭିନ୍ନ ଦଳର ରାଜନୈତିକ ନେତା ତାଙ୍କ ବାସଭବନରେ ଶେଷ ଦର୍ଶନ ପାଇଁ ଭିଡ଼ ଜମାଇଛନ୍ତି। ବିଏମସି କର୍ମଚାରୀମାନେ ମଧ୍ୟ ଶ୍ରଦ୍ଧାସୁମନ ଅର୍ପଣ କରିଛ୍ତି। ଶ୍ରୀ ମହାପାତ୍ର ଭୁବନେଶ୍ବର ସହିଦନଗର ପୂଜାମଣ୍ଡପର ଜଣେ ଆଗଧାଡି଼ର କର୍ମକର୍ତ୍ତା ଥିଲେ।

Leave A Reply

Your email address will not be published.