ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଆଇଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ

0

ଭୁବନେଶ୍ୱର: ଆଜି ସରକାର ଆଇଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଯାମିନୀ ଷଡଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ୍)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ଏହି ଦାୟିତ୍ୱରେ ଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି। ସେହିପରି  ସମ୍ବଲପୁର ମହାନଗର ନିଗମ କମିଶନର ଭାବେ ଆଇଏଏସ୍ ବେଦଭୂଷଣଙ୍କୁ ନିଯୁକ୍ତି ମିଳିଛି। ଶ୍ରୀ ବେଦଭୂଷଣ ଧର୍ମଗଡ଼ର ଉପଜିଲ୍ଲାପାଳ ଥିଲେ। ବରିଷ୍ଠ ଓଏଏସ୍‍ ଅଧିକାରୀ ନୃସିଂହ ଚନ୍ଦ୍ର ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ଦାୟିତ୍ୱ। ଶ୍ରୀ ସ୍ୱାଇଁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଥିଲେ ।

Leave A Reply

Your email address will not be published.