ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ନିଖୋଜ ଛାତ୍ରର ମିଳିଲା ପତ୍ତା

0

ଭୁବନେଶ୍ବର: ଭୁବନେଶ୍ବରରୁ ନିଖୋଜ ଛାତ୍ରର ମିଳିଲା ପତ୍ତା। ନିଖୋଜ ୧୬ ବର୍ଷୀୟ ଛାତ୍ର ୟୋଗେଶ ବାଲାଜୀଙ୍କୁ ଡେଲାଙ୍ଗ ଜେନାପୁର ଷ୍ଟେସନ ନିକଟରୁ ଉଦ୍ଧାର କଲା ମୈତ୍ରୀବିହାର ପୋଲିସ । ୧୬ ବର୍ଷର ପିଲାର ମୁଣ୍ଡଜାମିନ ପାଇଁ ଦୁର୍ବୁତ୍ତ ମାଗୁଥିଲେ ୩ ଲକ୍ଷ ଟଙ୍କା ।

ଏ ନେଇ ଗତକାଲି ଥାନା ଆଗରେ ଧାରଣାରେ ବସିଥିଲେ ବାପା ମା’  । ହ୍ବାଟ୍ସଆପରେ ଆସୁଥିଲା ମାରିଦେବାକୁ ଧମକ । ପୁଅ ମିଳିବା ପରେ କମିଶନରେଟ ପୋଲିସକୁ ସାଧୁବାଦ ଜଣାଇଲା ପରିବାର । “ପୋଲିସ ପାଇଁ ମୋ ପୁଅ ଆଜି ମିଳିପାରିଛି” ବୋଲି ଯୋଗେଶଙ୍କ ବାପା କହିଛନ୍ତି । ତେବେ ଜେନାପୁର ଷ୍ଟେସନ ପାଖୁ କିଭଳି ଗଲା ସେ ନେଇ ତଦନ୍ତ ଚଳାଇଛି ପୋଲିସ ।

ସୂଚନାଥାଉକି; ଗତ ଗୁରୁବାର କେଉଁଆଡେ ଚାଲିଯାଇଥିଲେ ଯୋଗେଶ ବାଲାଜି । ଏ ନେଇ ମୈତ୍ରୀବିହାର ଥାନାରେ ଅଭିଯୋଗ କରିବା ସହ ଧାରଣାରେ ବସିଥିଲେ ପରିବାର ଲୋକେ।

Leave A Reply

Your email address will not be published.