ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ଦିଗ୍‌ଜ୍ୟୋତି ଶିକ୍ଷାବୃତି ପାଇଁ ଆବେଦନ

0

ଭୁବନେଶ୍ବର: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳାଧିପତି ପ୍ରଫେସର ଖଗେଶ୍ୱର ପ୍ରଧାନଙ୍କ ଦ୍ୱାରା ପ୍ରତିଷ୍ଠିତ ଦିଗ୍‌ଜ୍ୟୋତି ଚାରିଟେବୁଲ ଏଜୁକେସନାଲ ଟ୍ରଷ୍ଟ ତରଫରୁ ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ଯୁକ୍ତଦୁଇ, ସ୍ନାତକ ଓ ସ୍ନାତକୋତର ଶ୍ରେଣୀରେ ନାମ ଲେଖାଇଥିବା ମେଧାବୀ ଅନାଥ, ଗରିବ ଓ ଭିନ୍ନକ୍ଷମ ପିଲାଙ୍କୁ ଯୋଗ୍ୟତା ଭିତିରେ ବିଭିନ୍ନ ବାର୍ଷିକ ଶିକ୍ଷାବୃତି ପ୍ରଦାନ କରାଯିବ ।

ଏଥିପାଇଁ ଟ୍ରଷ୍ଟର lୱେବସାଇଟ୍ www.digjyoti.org ର ଘୋଷଣାରେ ସୂଚିତ ଯୋଗ୍ୟତା ଭିତିରେ ସେଥିରେ ଉପଲବ୍ଧ ଭିନ୍ନ ଭିନ୍ନ ବୃତି ପାଇଁ ଉଦ୍ଦିଷ୍ଟ ଫର୍ମରେ ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ଟ୍ରଷ୍ଟ ଠିକଣାରେ ଦରଖାସ୍ତ ଆହ୍ୱାନ କରାଯାଇଅଛି ।

Leave A Reply

Your email address will not be published.