ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ସୋଆ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ ଆୟୋଜିତ

0

ଭୁବନେଶ୍ୱର, ଅକ୍ଟୋବର ୩: ଭାରତ ସରକାରଙ୍କ ଦ୍ୱାରା ପ୍ରବର୍ତିତ ସ୍ୱଚ୍ଛ ଭାରତ ଅଭିଯାନ, ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରରେ ସୋଆର ଛାତ୍ରଛାତ୍ରୀମାନେ ଖଣ୍ଡଗିରି ପାହାଡରେ ସଫେଇ କାର୍ଯ୍ୟକ୍ରମ ସହିତ ପର୍ଯ୍ୟଟକମାନଙ୍କୁ ସ୍ୱଚ୍ଛତାର ଗୁରୁତ୍ୱ ବିଷୟରେ ବୁଝାଇଥିଲେ ।

ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ସ୍ୱଚ୍ଛତାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ଆଉଟରିଚ୍ ମ୍ୟାନେଜର ସୁଜାତା ପାଢୀ, ପ୍ରୋଗ୍ରାମ୍ ଅଫିସର କମଳ ଲୋଚନ ମହନ୍ତ, ରାକେଶ ରୋଶନ ଶତପଥୀ, ସୌର୍ଯ୍ୟ ରଂଜନ ଦାସ, କନକଲତା ଓଝା, ସହକାରୀ ମ୍ୟାନେଜର ଶିବ୍‌ ପଟ୍ଟନାୟକ, ପ୍ରତୀକ ଦାସ ଏବଂ ରାଜଶେଖର ବେହେରା ତଥା ବିଶ୍ୱବିଦ୍ୟାଳୟର ୧୩୦ସ୍ୱେଚ୍ଛାସେବୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.