ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଏସିଆନ ଗେମ୍ସରେ ସଫଳତା ପାଇଥିବା ହକି ଖେଳାଳି ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୀପଗ୍ରେସଙ୍କୁ ୫୦ ଲକ୍ଷ ଟଙ୍କା ଓ ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କା ପୁରସ୍କାର ଦେଇଥିଲେ । ପୁରୁଷ ହକି ଫାଇନାଲରେ ପୁରୁଷ ଟିମ୍ ବିଜୟୀ ହୋଇ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ । ଦଳ ତରଫରୁ ଏକ ଗୁରୁତ୍ବପୂର୍ଣ୍ଣ ଗୋଲ ଦେଇଥିଲେ ଅମିତ ରୋହିଦାସ । ସେହିଭଳି ମହିଳା ଟିମ୍ ବ୍ରୋଞ୍ଜ ପଦକ ହାତେଇଥିଲା  । ସେମାନଙ୍କର କଠିନ ପରିଶ୍ରମ ଓ ସଫଳତା ପାଇଁ ଓଡ଼ିଶା ଆଜି ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଗକୁ ଏଭଳି ପ୍ରୟାସ ଜାରି ରହୁ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.