ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଦିନକ ପାଇଁ ବଢ଼ିଲା କଟକ ବାଲିଯାତ୍ରା

0

କଟକ: ଦିନକ ପାଇଁ ବଢ଼ିଲା କଟକ ବାଲିଯାତ୍ରା। ଲୋକଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜି ଐତିହାସିକ ବାଲିଯାତ୍ରାର ଶେଷ ଦିନ ଥିଲା।

ସୂଚନା ଅନୁସାରେ, କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା କଟକର ଐତିହାସିକ ବାଲିଯାତ୍ରା ଆଜି ଶେଷ ହେବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ସାଧାରଣ ଲୋକଙ୍କ ଉତ୍ସାହ ଓ ଆଗ୍ରହକୁ ଦୃଷ୍ଟିରେ ରଖି ବାଲିଯାତ୍ରା ଅବଧିକୁ ଆଉ ଗୋଟିଏ ଦିନ ବଢ଼ାଇବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.