ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ

0

ଭୁବନେଶ୍ୱର, ଡିସେମ୍ବର ୪: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ଏମ୍‌.ବି.ଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟର ଦ୍ୱୀତିୟ ବର୍ଷର ଛାତ୍ରୀ ଏସ୍‌.ଭି. ଚନ୍ଦନା ନିକଟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ରେ ରାଜ୍ୟ ସ୍ତରୀୟ ଭାରଉତୋଳନ ପ୍ରତିଯୋଗିତାରେ ନିଜର ପାରଦର୍ଶିତା ଦେଖାଇ ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହିତ ରୌପ୍ୟ ପଦକ ହାସଲ କରିଛନ୍ତି ।

ସେହିପରି ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଆନ୍ତର୍ଜାତୀୟ ମିଲେଟ୍ ପ୍ରତିଯୋଗିତାରେ ବ୍ୟାଚ୍‌ଲର୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଏବଂ କ୍ୟାଟରିଂ ଟେକ୍‌ନୋଲୋଜି (ବିଏଚ୍‌ଏମ୍‌ସିଟି)ର ଶେଷବର୍ଷର ଛାତ୍ର ସୌଭାଗ୍ୟ ବାରିକ ମିଲେଟ୍ ଦ୍ୱାରା ବିଭିନ୍ନ ସୁସ୍ୱାଦ ବ୍ୟଞ୍ଜନ ପ୍ରସ୍ତୁତ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଏହି ଦୁଇ ଛାତ୍ରଛାତ୍ରୀ ଙ୍କର ସଫଳତା ପାଇଁ ବିଶ୍ୱବିଦ୍ୟାଳୟ ଗୌରବ ଅର୍ଜନ କରିଛି । ଏହି ସଫଳତା ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ସେମାନଙ୍କୁ ଶୁଭେଚ୍ଛା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.