ପ୍ରମୁଖ ଖବର

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ
ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ
ଜି-୭ ସମ୍ମିଳନୀରେ ସାମିଲ ନହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଠାବ
ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି
ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

ଆଉ ୫ବର୍ଷ ବଢ଼ିଲା ଖାଦ୍ୟ ସୁରକ୍ଷା ଯୋଜନାର ଅବଧି

0

ଭୁବନେଶ୍ବର: ରାଜ୍ୟ ସରକାର ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଜି ଆଉ ୫ବର୍ଷ ବୃଦ୍ଧି କରିଛନ୍ତି। ଏ ବାବଦରେ ରାଜ୍ୟ ସରକାର ୧୨୫୦କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୪ ଜାନୁୟାରୀ ୧ରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ନିଜସ୍ୱ ଯୋଜନାରେ ୧୦ଲକ୍ଷ ହିତାଧିକାରୀ ମାସକୁ ମୁଣ୍ଡପିଛା ୫କିଲୋ ଲେଖାଏଁ ମାଗଣା ଚାଉଳ ପାଇବେ।

Leave A Reply

Your email address will not be published.