ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆ ଡିଜିପି ଭାବେ ଦାୟିତ୍ୱ ନେଲେ ଅରୁଣ ଷଡଙ୍ଗୀ

0

ଭୁବନେଶ୍ବର: ଓଡ଼ିଶା ପୁଲିସର ନୂଆ ଡିଜିପି ଭାବେ ଦାୟିତ୍ୱ ନେଇଛନ୍ତି ଅରୁଣ ଷଡଙ୍ଗୀ । ଆଜି ସରୁଛି ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଙ୍କ କାର୍ଯ୍ୟକାଳ । ପୁଲିସ ମୁଖ୍ୟାଳୟରେ ଇନଚାର୍ଜ ଡିଜିପି ଭାବେ ଅରୁଣ ଷଡଙ୍ଗୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ସୁନୀଲ ବଂଶଲ। ତେବେ ନୂଆ ଡିଜିପି ନିଯୁକ୍ତ ହେବା ପର୍ଯ୍ୟନ୍ତ ଏହି ଦାୟିତ୍ୱ ସମ୍ଭାଳିବେ ଅରୁଣ ଷଡଙ୍ଗୀ ।

ଅରୁଣ ଷଡଙ୍ଗୀ ହେଉଛନ୍ତି ୧୯୯୦ ବ୍ୟାଚର ଆଇପିଏସ ଅଫିସର ।ତାଳଚେର ଏସଡିପିଓ ଭାବେ ସେ କ୍ୟାରିୟର ଆରମ୍ଭ କରିଥିଲେ। ରାୟଗଡା, ବ୍ରହ୍ମପୁର, ଜଗତସିଂହପୁରରେ ଏସପି ଥିଲେ ଅରୁଣ ଷଡ଼ଙ୍ଗୀ। ଭୁବନେଶ୍ବର ଓ ରାଉରେଲାରେ ମଧ୍ୟ ଏସପି ଥିଲେ। ଆଇଜି ଆଇନଶୃଙ୍ଖଳା ଭାବେ ମଧ୍ୟ ସେ କାର୍ଯ୍ୟ କରିଥିଲେ। 

Leave A Reply

Your email address will not be published.