ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଦୁଇ ମୋଟର ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ

0

କୋରାପୁଟ: ଦୁଇ ମୋଟର ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ନନ୍ଦପୁର ବ୍ଲକ ଖମରାର ଗ୍ରାମ ଧନିଆ ଖରା ଏବଂ ମାଣିକ ଖେମୁଣ୍ଡୁ। ସେହିପରି ଲମତାପୁଟ ବ୍ଲକ ପାଲାମଗ୍ରାମର ରବୀନ୍ଦ୍ର ଖରା ଗୁରୁତର ହୋଇ ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକତ୍ସାଧୀନ ଅଛନ୍ତି।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଦୁଇଟି ମଟର ସାଇକେଲ ସମ୍ପୂର୍ଣ ନଷ୍ଟ ହୋଇଯାଇଛି। ଘଟଣାସ୍ଥଳରେ ଲମତାପୁଟ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଥିବା ମାଛକୁଣ୍ଡ ଆଇଆଇସି କହିଛନ୍ତି। ଦ୍ରୁତ ଗତି ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଏତେ ଜୋରରେ ଧକ୍କା ହୋଇଥିଲା ଯେ ଗୋଟିଏ ବାଇକ୍ ଛିଟିକି ରାସ୍ତା ବାହାରକୁ ଚାଲି ଯାଇଥିଲା। ଧନିଆ ଖରା ଓ ମାଣିକ ଖେମୁଣ୍ଡୁଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

Leave A Reply

Your email address will not be published.