ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0

ଭୁବନେଶ୍ବର: ଆସନ୍ତା ଫେବୃଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏନେଇ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ; ଆସନ୍ତା ମାସ ୩ ତାରିଖ ଦିନ ପ୍ରଧାନମନ୍ତ୍ରୀ ଓଡିଶା ଆସି ଆଇଆଇଏମ୍‌ ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଆଇଆଇଏମ୍‌ କାର୍ଯ୍ୟକ୍ରମ ସହ କିଛି ଶିଳାନ୍ୟାସ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ସାଧାରଣ ସଭାରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ପରବର୍ତ୍ତୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ଦଳୀୟ କାର୍ଯ୍ୟକ୍ରମ ନେଇ ସବିଶେଷ ତଥ୍ୟ ଦିଆଯିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

Leave A Reply

Your email address will not be published.