ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ବ୍ୟାନର

0

ରାଜଧାନୀ ଭୁବନେଶ୍ୱରରୁ ହଟିବ ରାଜନୈତିକ ପୋଷ୍ଟର ଓ କାନ୍ଥଲେଖା । ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ପରେ ତତ୍ପରତା ଦେଖାଇ ପ୍ରକ୍ରୀୟା ଆରମ୍ଭ କରିଛି ବିଏମସି । ରାଜନୈତିକ ଦଳଗୁଡ଼ିକୁ ଏନେଇ ଅବଗତ କରାଇ ଦିଆଯାଇଛି । ପୂର୍ବରୁ ପୋଷ୍ଟର ଓ କାନ୍ଥଲେଖାକୁ ନେଇ ବିଜେଡି ଓ ବିଜେପି ମଧ୍ୟରେ ବିବାଦ ହୋଇଥିଲା ।

ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି, ନିର୍ବାଚନ କମିଶନଙ୍କ ନିୟମ ମାନି ସବୁ ଦଳର ପୋଷ୍ଟର ବ୍ୟାନର ହଟାଯିବା ସହିତ କାନ୍ଥବାଡ଼ରେ ମଧ୍ୟ ଯେଉଁ ସବୁ ସ୍ଲୋଗାନ ଲେଖାଯାଇଛି, ତାକୁ ଲିଭାଯିବ। ଏହାର ପ୍ରକ୍ରିୟା ଆରମ୍ଭ ହୋଇଗଲାଣି ବୋଲି ବିଏମସି କମିଶନର କହିଛନ୍ତି।

Leave A Reply

Your email address will not be published.