ପ୍ରମୁଖ ଖବର

ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ
ପରଲୋକରେ ଲୋକପ୍ରିୟ ଅଭିନେତା ଅଚ୍ୟୁତ ପୋତଦାର୍
କଟକ ସହରରେ ଗଣେଶ ପୂଜା ପାଇଁ ଗାଇଡଲାଇନ ଜାରି
ଶିଶୁ ବାଟିକା ପିଲାମାନଙ୍କୁ ମିଳିବ ମାଗଣା ୟୁନିଫର୍ମ
ବନ୍ଦ ହୋଇଯିବ ଭୁବନେଶ୍ଵର-ଦୁବାଇ ବିମାନ ସେବା
ଆଳି ଏକମାଣିଆ ମଇଁଷି ମୃତ୍ୟୁ ଘଟଣା : ମିଳିବ କ୍ଷତିପୂରଣ

ବଢ଼ିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

0

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ମହଙ୍ଗା ଭତ୍ତା ବା ଡିଏ ବଢ଼ାଇଛନ୍ତି କେନ୍ଦ୍ର ସରକାର। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏହି ସୂଚନା ଦେଇଛନ୍ତି।  

କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି ବୃଦ୍ଧି ସହିତ ସେମାନଙ୍କ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି। 

ଏହା ପୂର୍ବରୁ କେନ୍ଦ୍ର ସରକାର ତାଙ୍କ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଗତ ବର୍ଷ ଅକ୍ଟୋବର ମାସରେ ବଢ଼ାଇଥିଲେ। ସେତେବେଳେ ବି ସରକାର ୪% ବୃଦ୍ଧି କରିଥିଲେ। ୨୦୨୩ ଜୁଲାଇ ୧ରୁ ପିଛିଲା ଭାବେ ଏହାକୁ ଲାଗୁ କରାଯାଇଥିଲା। 

Leave A Reply

Your email address will not be published.