ପୁରୀ: ଆଜି ରାତିରେ ଶ୍ରୀମନ୍ଦିର ବେଢାରେ ଥିବା ବେଢାକାଳୀ ମନ୍ଦିରରେ ଅଗ୍ନିକାଣ୍ଡ ଘଟିଛି। ଆଜି ରାତି ପ୍ରାୟ ଦଶଟା ସମୟରେ ବେଢାକାଳୀ ମନ୍ଦିରରେ ହଠାତ ବିଦ୍ୟୁତ ସଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ବିଦ୍ୟୁତ ବିଭାଗର କର୍ମଚାରୀମାନେ ସଙ୍ଗେସଙ୍ଗେ ସେଠାରେ ପହଞ୍ଚି ନିଆଁକୁ ଆୟତରେ ଆଣିଥିଲେ। ଏହି ଅଗ୍ନିକାଣ୍ଡରେ ବିଶେଷ କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି।
ପ୍ରମୁଖ ଖବର
ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ