ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ବିଜେଡିର ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା

0

ଭୁବନେଶ୍ବର: ଆଜି ବିଜେଡି ତାର ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ। ବିଜେଡି ୧୪୪ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ, ଆଉ ୩ ଜଣ ପ୍ରାର୍ଥୀ ଘୋଷଣା ବାକି ରହିଛି।

ସେହିପରି କଂଗ୍ରେସ ଏଯାଏଁ ୧୩୯ ଜଣଙ୍କ ନାଁ ଘୋଷଣା କଲାଣି। ବିଜେପି ଏଯାଏଁ ୧୪୦ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବିଜେପି ଆଉ ୭ଟି ଆସନରେ ଏବଂ କଂଗ୍ରେସ ୮ ଆସନରେ ପ୍ରାର୍ଥୀ ଦେବାକୁ ବାକି ଅଛି।

Leave A Reply

Your email address will not be published.