କନ୍ନୁର: କେରଳର କନ୍ନୁର ବିମାନବନ୍ଦରରେ ସୁନା ଚୋରା ଚାଲାଣ କରି ମଳଦ୍ୱାରରେ ଲୁଚାଇ ରଖିଥିବା ଅଭିଯୋଗରେ ଜଣେ ଏୟାର୍ ହୋଷ୍ଟେସ ଗିରଫ ହେଇଛନ୍ତି। ସୁରଭି ଖାତୁନ ନାମକ ଏହି ମହିଳା ତାଙ୍କ ମଳଦ୍ୱାରରେ ପ୍ରାୟ ୯୬୦ ଗ୍ରାମ ସୁନା ଲୁଚାଇ ରଖିଥିବା ଯାଞ୍ଚ ବେଳେ ଡିଆର୍ଆଇ ଅଧିକାରୀମାନେ ଜାଣିବାକୁ ପାଇଥିଲେ। ସେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନରେ କାମ କରନ୍ତି ଏବଂ ମେ ୨୮ରେ ମସ୍କଟରୁ କନ୍ନୁରରେ ଅବତରଣ କରିଥିବା ବିମାନର କେବିନ୍ କ୍ରୁ ସଦସ୍ୟ ଥିଲେ। ସୁରଭିଙ୍କୁ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରାଯାଇ ୧୪ ଦିନିଆ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ପ୍ରମୁଖ ଖବର
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ଚାଉଳ ମିଲିଂ ଦର ଦ୍ୱିଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ରାଜ୍ୟରେ ବଢ଼ିଛି ଶିଶୁ ଟିକାକରଣ ହାର, ସହରଠାରୁ ଗ୍ରାମାଞ୍ଚଳ ଆଗରେ
ବାଲିଗୁଡ଼ା ଏଇଇ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍
ବିରୋଧୀ ଦଳ ନେତା ନିଯୁକ୍ତିକୁ ନେଇ ହାଇକୋର୍ଟ ଯିବ ଟିଏମସି
ବୋର୍ଡ-ନିଗମର ଖାଲି ପଦ ପୂରଣ ପାଇଁ ତତ୍ପର ସରକାର, ଜୁନ୍ ୩୦ ସୁଦ୍ଧା ୧୧୮୩ ନିଯୁକ୍ତି ଲକ୍ଷ୍ୟ
ଏମ୍ସ ଭୁବନେଶ୍ୱରରେ ମହିଳାଙ୍କ ହାତରୁ କଢ଼ାଗଲା ୭ କିଲୋଗ୍ରାମର ବିଶାଳ ଟ୍ୟୁମର
ଜନ୍ତରମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ର ବିଶାଳ ବିକ୍ଷୋଭ, ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି