ପ୍ରମୁଖ ଖବର

କୃଷକଙ୍କୁ ସରକାରଙ୍କ ଦୀପାବଳି ଭେଟି,ରବି ଫସଲଗୁଡ଼ିକରବଢ଼ାଇଲେ ଏମଏସପି
ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିବେ ରାଷ୍ଟ୍ରପତି
ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ଆଇନ ସମୀକ୍ଷା ଆୟୋଗ: ଆଇନ ମନ୍ତ୍ରୀ
ରାଜଧାନୀରେ ନକଲି କଲ୍ ସେଣ୍ଟରରେ ଚଢ଼ାଉ, ୬ ଅଟକ
ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି, କାଲି ନେବେ ଶପଥ
ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଏଆଇ
ସ୍ୱତନ୍ତ୍ର ଘିଅ ଡିପୋ ପାଇଁ ଓମଫେଡକୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ହିଞ୍ଜିଳିରୁ ଜିତିଲେ ନବୀନ

0

ଭୁବନେଶ୍ବର, ଚଳିତବର୍ଷ ନିର୍ବାଚନରେ ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ ହରାଇଥିବା ସୂଚନା ମିଳିଛି । ୨୦୦୦ ମସିହାରୁ ଲଗାତାର ହିଞ୍ଜିଳି ଆସନରୁ ଜିତି ନବୀନ ଆସୁଛନ୍ତି।

Leave A Reply

Your email address will not be published.