ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଓଡ଼ିଶାରୁ ହଟିଲା ନିର୍ବାଚନୀ ଆଦର୍ଶ ଆଚରଣ ବିଧି

0

ଭୁବନେଶ୍ବର: ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଆଜି ହଟାଇ ଦିଆଯାଇଛି। ନିର୍ବାଚନ ଆୟୋଗ ଆଜି ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କୁ ଚିଠି ଲେଖି ଏନେଇ ଅବଗତ କରାଇଛନ୍ତି। ଏପଟେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ଓଡ଼ିଶାର ସପ୍ତଦଶ ବିଧାନସଭା ଗଠନ ସମ୍ପର୍କିତ ବିଜ୍ଞପ୍ତି ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ଆଜିଠାରୁ ଆଦର୍ଶ ଆଚରଣ ବିଧି ଉଠାଇ ଦିଆଯାଇଛି। ମାର୍ଚ୍ଚ ୧୬ ତାରିଖରୁ ଲାଗୁ ହୋଇଥିଲା ଆଚରଣ ବିଧି। ନିର୍ବାଚନ ପ୍ରକ୍ରିୟା ସରିଥିବାରୁ ଏମସିସି ହଟାଇ ଦିଆଯାଇଛି । ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ ଓ ସିକ୍କିମରୁ ବି ଆଦର୍ଶ ଆଚରଣ ବିଧି ହଟାଇ ଦିଆଯାଇଛି। କର୍ଣ୍ଣାଟକ, ମହାରାଷ୍ଟ୍ର ଓ ତେଲେଙ୍ଗାନାର କିଛି ଅଞ୍ଚଳରେ ଏହା ବଳବତ୍ତର ରହିଛି। ବିଧାନ ପରିଷଦ ଉପନିର୍ବାଚନ ପାଇଁ ହଟିନି ଆଚରଣ ବିଧି। ନିର୍ବାଚନ କମିଶନ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ଏହି ସୂଚନା ଦିଆଯାଇଛି।

Leave A Reply

Your email address will not be published.