ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଆହତ ଯବାନଙ୍କୁ କରାଗଲା ଏୟାର ଲିଫ୍ଟ

0

ଛତିଶଗଡ଼: ଛତିଶଗଡ଼ରେ ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ରେ ଆହତ ହୋଇଥିବା ୩ଜଣ  ଯବାନଙ୍କୁ ଏୟାର ଲିଫ୍ଟ କରାଯାଇଛି। ହେଲିକପ୍ଟର ଯୋଗେ ଅନ୍ଯ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ଶୁକ୍ରବାର ନାରାୟଣପୁର, କୋଣ୍ଡାଗାଓଁ, ଦାନ୍ତେୱାଡା, ବସ୍ତର ଅଞ୍ଚଳର ଡିଆରଜି ଏବଂ ଆଇଟିବିପି ୪୫ ବାଟାଲିୟନ ପକ୍ଷରୁ ମିଳିତ ସର୍ଚ୍ଚ ଅପରେସନ କରାଯାଇଥିଲା। ଏହି ସମୟରେ ପ୍ରଥମ ଗୁଳିମାଡ଼ କରିଥିଲେ ନକ୍ସଲ। ଆଉ ସୁରକ୍ଷା ବାହିନୀ ମଧ୍ୟ ପାଲଟା ଗୁଳିମାଡ଼ କରିଥିଲା। ଦୀର୍ଘ ସମୟ ଧରି ଉଭୟ ପକ୍ଷ ପକ୍ଷରୁ ଗୁଳିବିନିମୟ ଜାରି ରହିଥିଲା। ଯେଉଁଥିରେ ୭ ମାଓବାଦୀ ନିହତ ହୋଇଥିଲେ। କିଛି ଯବାନ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁତରଙ୍କୁ ଏୟାରଲିଫ୍ଟ କରାଯାଇଛି।

Leave A Reply

Your email address will not be published.