ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରବିବାର ସଂଧ୍ୟା ୭ଟା ୧୫ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ପାଠ କରାଇଛନ୍ତି । ଏହା ସହିତ ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାରେ ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ୍ ଜବାହାରଲାଲ ନେହେରୁଙ୍କୁ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
ପ୍ରମୁଖ ଖବର
ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି