ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବିମାନ ଦୁର୍ଘଟଣାରେ ମଲାୱିର ଉପରାଷ୍ଟ୍ରପତି ସୌଲୌସଙ୍କ ସମେତ ୧୦ ମୃତ

0

ନ୍ୟୁଜ ବ୍ୟୁରୋ: ବିମାନ ଦୁର୍ଘଟଣାରେ ମଲାୱିର ଉପରାଷ୍ଟ୍ରପତି ସୌଲୌସ କ୍ଲସ୍‌ ଚିଲିମାଙ୍କର ମୃତ୍ୟୁ ହୋଇଛି। ତାଙ୍କ ସମେତ ବିମାନରେ ଥିବା ଅନ୍ୟ ୧୦ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି ।

ଗତକାଲି ସକାଳ ୯ଟା ୧୭ ସମୟରେ ପ୍ରତିରକ୍ଷା ବିଭାଗର ଏକ ସ୍ୱତନ୍ତ୍ର ବିମାନରେ ରାଜଧାନୀ ଲିଲଙ୍ଗୱେ ଏୟାରପୋର୍ଟରୁ ମୁଜୁଜ ଅଭିମୁଖେ ଯାଉଥିଲେ ସୌଲୌସ କ୍ଲସ୍‌ ଚିଲିମା କିନ୍ତୁ ହଠାତ୍ ପାଗରେ ପରିବର୍ତ୍ତନ ସହ ଖରାପ ପାଗ କାରଣରୁ ବିମାନ ଅବତରଣ କରିବାରେ ବିଫଳ ହୋଇଥିଲା। ଏଥିସହ ବିମାନ ରାଡାର୍ ବାହାରକୁ ଚାଲିଯିବା କାରଣରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା। ତେବେ ଦୀର୍ଘ ସମୟ ଧରି ଖୋଜାଖୋଜି କରିବା ପରେ ବର୍ତ୍ତମାନ ବିମାନର ଧ୍ୱଂସାବଶେଷ ଠାବ କରାଯାଇଛି। ବିମାନରେ ଥିବା ସମସ୍ତ ସଦସ୍ୟଙ୍କ ମୃତ୍ୟୁ ହେବା ସହିତ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

Leave A Reply

Your email address will not be published.