ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ଦେଶବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ନୂଆଦିଲ୍ଲୀ: ଓଡ଼ିଶାର ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ, ଦୋଳି ଖେଳରେ ରଜ ପାଳନ କରନ୍ତି।’ ‘କୃଷି ଭିତ୍ତିକ ରଜ ପର୍ବରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି’ ବୋଲି ରାଷ୍ଟ୍ରପତି ଲେଖିଛନ୍ତି।

Leave A Reply

Your email address will not be published.