ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ଟିଏମସି ସାଂସଦଙ୍କ ବାପି ହଲଦରଙ୍କ ଅଫିସ ଉପରେ ଆକ୍ରମଣ
ଚେତାବନୀ ସତ୍ତ୍ୱେ କାନାଡାରେ ପୁଣି ଅଦିନିଆ ରଥଯାତ୍ରା, ଇସ୍କନକୁ ନେଇ ବଢ଼ିଲା ବିବାଦ
ମମତାଙ୍କ ବୈଠକକୁ ଆସିଲେନି ଟିଏମସିର ୬୦ ବିଧାୟକ
୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ, ଖୁବ୍‌ଶୀଘ୍ର ବିଜ୍ଞପ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ
ପୁଣି ବଢ଼ିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ଦର

ଏନକାଉଣ୍ଟରରେ ୮ ନକ୍ସଲ ନିପାତ, ଜଣେ ଯବାନ୍ ସହିଦ

0

ଛତିଶଗଡ: ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲ୍ଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ୍ ସହିଦ ହୋଇଛନ୍ତି । ଅନ୍ୟ ଦୁଇ ଯବାନ୍ ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ, ଛତିଶଗଡ଼ ବିଜାପୁର ଜିଲ୍ଲାର ଅବୁଝମା ଜଙ୍ଗଲରେ ସୁରକ୍ଷାକର୍ମୀ-ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟରେ ୮ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସେପଟେ ନକ୍ସଲଙ୍କ ଗୁଳିମାଡରେ ଜଣେ ଯବାନ ସହିଦ ହୋଇଛନ୍ତି। ଆଉ ୨ ଜଣ ଆହତ ହୋଇଛନ୍ତି। ଆହତ ଦୁଇ ଜଣ ଯବାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.