ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ନୀତିଶ କୁମାର ଅସୁସ୍ଥ

0

ବିହାର: ବିହାରରୁ ଆସିଛି ବଡ ଖବର। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ହଠାତ ଅସୁସ୍ଥ ହେବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମେଡିକାଲରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌‌ ତାଙ୍କର ଚିକିତ୍ସା କରୁଥିବା ସୂଚନା ମିଳିଛି। ନୀତିଶଙ୍କ ହାତରେ ହଠାତ ପ୍ରବଳ ଯନ୍ତ୍ରଣା ଅନୁଭବ ହୋଇଥିଲା। ଏହାପରେ ତାଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି। ହାତରେ ଯନ୍ତ୍ରଣା କାହିଁକି ଓ କିପରି ହେଲା ତାହାର କାରଣ ଜଣାପଡିନାହିଁ। ସୂଚନା ଅନୁସାରେ ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ପାଟଣାର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲୋକସଭା ନିର୍ବାଚନ ସମୟରେ ମଧ୍ୟ ନୀତିଶ ଅନେକ ଥର ଅସୁସ୍ଥ ହୋଇଥିଲେ।

Leave A Reply

Your email address will not be published.