ପ୍ରମୁଖ ଖବର

ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ଚାଉଳ ମିଲିଂ ଦର ଦ୍ୱିଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ରାଜ୍ୟରେ ବଢ଼ିଛି ଶିଶୁ ଟିକାକରଣ ହାର, ସହରଠାରୁ ଗ୍ରାମାଞ୍ଚଳ ଆଗରେ
ବାଲିଗୁଡ଼ା ଏଇଇ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍
ବିରୋଧୀ ଦଳ ନେତା ନିଯୁକ୍ତିକୁ ନେଇ ହାଇକୋର୍ଟ ଯିବ ଟିଏମସି
ବୋର୍ଡ-ନିଗମର ଖାଲି ପଦ ପୂରଣ ପାଇଁ ତତ୍ପର ସରକାର, ଜୁନ୍ ୩୦ ସୁଦ୍ଧା ୧୧୮୩ ନିଯୁକ୍ତି ଲକ୍ଷ୍ୟ
ଏମ୍ସ ଭୁବନେଶ୍ୱରରେ ମହିଳାଙ୍କ ହାତରୁ କଢ଼ାଗଲା ୭ କିଲୋଗ୍ରାମର ବିଶାଳ ଟ୍ୟୁମର
ଜନ୍ତରମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ର ବିଶାଳ ବିକ୍ଷୋଭ, ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ଖୁବଶୀଘ୍ର ଆସିବ ‘ଓ୍ବାନ ନେଶନ ୱାନ ଇଲେକସନ’

0

ନୂଆଦିଲ୍ଲୀ: ଆସିପାରେ ‘ଓ୍ବାନ ନେଶନ ୱାନ ଇଲେକସନ। କେନ୍ଦ୍ର କ୍ୟାବିନେଟ୍‌ ପୂର୍ବରୁ ଆସିପାରେ ଓ୍ବାନ ନେଶନ ୱାନ ଇଲେକସନ ରିପୋର୍ଟ। ଦେଶରେ ତୃତୀୟ ଥର ପାଇଁ ପୁଣି ଠାରେ ବିଜେପି ସରକାର ଗଠନ କରିଛି। ହେଲେ ଏଥର ସରକାର ଗଠନ ପାଇଁ ସଂଖ୍ୟା ଗରିଷ୍ଠତା ହାସଲ କରିପାରିନି। ବିଜେପି ନେତୃତ୍ୱ ଏନ୍ଡ଼ିଏ ସହଯୋଗୀଙ୍କ ସଂଗତ ଲୋଡିଛି ବିଜେପି।

ଏହାରି ଭିତରେ ଜାରି ହୋଇଛି ମୋଦି ସରକାରଙ୍କର ୧୦୦ ଦିନିଆ ରୋଡ ମ୍ୟାପ। ବିଜେବି ନେତୃତ୍ୱ ଏନ୍‌ଡିଏ ସରକାରଙ୍କ ୧୦୦ ଦିନିଆ ଯୋଜନାର ଏକ ଅନ୍ୟତମ ଅଂଶ ହେଉଛି ଓ୍ବାନ ନେଶନ ୱାନ ଇଲେକସନ। ଯାହା ଆସନ୍ତା ସପ୍ତାହ ମଧ୍ୟରେ ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ଉପରେ ଉଚ୍ଚସ୍ତରୀୟ କମିଟିର ରିପୋର୍ଟ କେନ୍ଦ୍ର କ୍ୟାବିନେଟରେ ଉପସ୍ଥାପନ କରିବାର ସମ୍ଭାବନା ରହିଛି। ଯାହାକୁ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ କ୍ୟାବିନେଟରେ ଉପସ୍ଥାପନ କରିବ।

ସୂଚନାଯୋଗ୍ୟ, ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ ଉଚ୍ଚସ୍ତରୀୟ କମିଟି ମାର୍ଚ୍ଚରେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁଙ୍କୁ ଏହି ରିପୋର୍ଟ ଦେଇଥିଲା। ଯାହା ଆସନ୍ତା ସପ୍ତାହ ମାନଙ୍କରେ କ୍ୟାବିନେଟ ପୂର୍ବରୁ ରିପୋର୍ଟ ଆସିପାରେ।

Leave A Reply

Your email address will not be published.