ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଅଗ୍ରସର ହେଲା ମୌସୁମୀ ବାୟୁ

0

ଭୁବନେଶ୍ବର: ଗତ ଜୁନ ୦୮ ରୁ ମାଲକାନାଗିରି ଓ କୋରାପୁଟ ଜିଲ୍ଲା ର କିଛି ଅଞ୍ଚଳ କୁ ପ୍ରବେଶ କରିଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପରେ ପ୍ରାୟ ୧୧ ଦିନ ଧରି ପ୍ରତିକୂଳ ପାଣିପାଗ ହେତୁ ଅଗ୍ରସର ହୋଇପାରିନଥିଲା ମୌସୁମୀ ବାୟୁ। ତେବେ ଆଶ୍ୱସ୍ତି ର କଥା ଯେ, ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲ୍ଲା ର ଅବଶିଷ୍ଟ ଅଂଶ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଓ ଗଜପତି ଜିଲ୍ଲା ରେ ପ୍ରବେଶ କରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆହୁରି କିଛି ଜିଲ୍ଲା କୁ ପ୍ରବେଶ କରିବ ମୌସୁମୀ ବାୟୁ।

ପୂର୍ବାନୁମାନ- ସାର୍ଥକ ମିଶ୍ର

Leave A Reply

Your email address will not be published.