ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଉତ୍କଳ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ: ସୂର୍ଯ୍ୟବଂଶୀ ସୂରଜ

0

ଭୁବନେଶ୍ୱର: ଜୁନ ୨୧ରେ ଅର୍ନ୍ତଜାତୀୟ ଯୋଗ ଦିବସ ବଡ ଘୋଷଣା କରିଛନ୍ତି କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି ଯେ, ଖୁବ ଶୀଘ୍ର ଉତ୍କଳ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ । କୌଣସି କାରଣ ପାଇଁ ଦୀର୍ଘଦିନ ହେବ ବନ୍ଦ ରହିଛି ବିଭାଗ ।

ସୁସ୍ଥ ଶରୀର ପାଇଁ ଯୋଗର ଆବଶ୍ୟକତା ବିଷୟରେ ଆଲୋଚନା କରିବା ସହ ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଥିବାରୁ ପୁଣିଥରେ ବିଶ୍ୱବିଦ୍ୟାଳୟରେ ଯୋଗ ବିଭାଗ କାର୍ଯ୍ୟକ୍ଷମ ହେବା ନେଇ ସୂଚନା ଦେଇଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା ପରେ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂରଜ ।

Leave A Reply

Your email address will not be published.