ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍‌

0

ଭୁବନେଶ୍ବର: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ଓଏସଆରଟିସି ବସ୍‌। ସମସ୍ତ ୩୧୪ ବ୍ଲକରୁ ପୁରୀକୁ ବସ୍‌ ଚାଲିବ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି। ଏଥିସହ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଓଡ଼ିଶାରୁ ବସ୍‌ ସେବା ଆରମ୍ଭ ହେବ। ଅଯୋଧ୍ୟା, ତିରୁପତି, ମହାକାଳେଶ୍ୱର, ବାରାଣସୀ ଓ ବୃନ୍ଦାବନକୁ ବସ ଗଡ଼ିବ। ପୁରୀ, ଭୁବନେଶ୍ୱର, ବ୍ରହ୍ମପୁର ଓ ରାଉରକେଲା ଭଳି ପ୍ରମୁଖ ସ୍ଥଳରୁ ଚାଲିବ।

ତେବେ ଲକ୍ଷ୍ମୀ ବସ୍‌ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇ କହିଛନ୍ତି, ଲକ୍ଷ୍ମୀ ବସ୍‌ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍‌ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ। ଯେଉଁ ନାମରେ ହେଉ ପଛେ ଲୋକଙ୍କୁ ବସ୍‌ ସେବା ଦିଆଯିବ।

Leave A Reply

Your email address will not be published.