ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ହେଲେ ଦେବୀ ପ୍ରସାଦ ମିଶ୍ର

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଅଫିସରଙ୍କୁ ନିଯୁକ୍ତି ମିଳିଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପସଚିବ ଦେବୀ ପ୍ରସାଦ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ଭାବେ ନିଯୁକ୍ତ କରାଯାଇଛି। ଏନେଇ ସୋମବାର ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଜାରି ବିଜ୍ଞପ୍ତି ଅନୁସାରେ, ଗତ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଉପସଚିବ ଦେବୀପ୍ରସାଦ ମିଶ୍ରଙ୍କୁ ତତ୍କାଳ ପ୍ରଭାବରୁ ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ଭାବେ ନିୟୋଜିତ କରାଯାଇଛି ।

Leave A Reply

Your email address will not be published.