ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଏନକାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ

0

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରରେ ସୁରକ୍ଷାବାହିନୀକୁ ସଫଳତା। ଏନକାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ। ବୁଧବାର ସକାଳେ ଦୋଡା ଜିଲ୍ଲାର ସିନ୍ନୁ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସକାଳ ୯ଟା ୫୦ଟା ସମୟରେ ଏହି ଗୁଳି ବିନିମୟ ଆରମ୍ଭ ହୋଇଥିବା ବେଳେ ଏବେ ଯାଏଁ ୨ ଜଣ ଆତଙ୍କୀ ନିପାତ ହୋଇଥିବା ଖବର ମିଳିଛି।

ସୂଚନା ଅନୁଯାୟୀ, ଏହି ଗୁଳି ବିନିମୟ ମଧ୍ୟରେ ୩ ଜଣ ଆତଙ୍କୀ ଫସି ରହିଛନ୍ତି। କିନ୍ତୁ ଏନେଇ ପୋଲିସ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନି। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଏବେ ସୁଦ୍ଧା ଦୁଇ ଜଣ ଆତଙ୍କୀ ନିହତ ହୋଇଛନ୍ତି।

Leave A Reply

Your email address will not be published.