ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ

ମୋଦିଙ୍କ ଜନ୍ମଦିନରେ ହେବ ସୁଭଦ୍ରା ଯୋଜନାର ଶୁଭାରମ୍ଭ

0

ନୂଆଦିଲ୍ଲୀ: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ। ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ହେବ ସୁଭଦ୍ରା ଟଙ୍କା ରିଲିଜ। ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସି ସୁଭଦ୍ରା ଯୋଜନା ଲଞ୍ଚ୍ କରିବେ। ସଭାରେ ୫ ଲକ୍ଷ ମହିଳାଙ୍କ ଉପସ୍ଥିତିରେ ଯୋଜନାର ଶୁଭାରମ୍ଭ ହେବ ।

ଓଡ଼ିଶାରେ ଭାଜପା ସରକାର ଗଢ଼ିବା ପରେ ପ୍ରଥମ କ୍ୟାବିନେଟ୍‌ ବୈଠକରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ନିର୍ବାଚନ ପୂର୍ବରୁ ଦଳ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଗାମୀ ୧୦୦ ଦିନ ମଧ୍ୟରେ ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ ହେବ ବୋଲି କୁହାଯାଇଛି।

Leave A Reply

Your email address will not be published.