ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ନିକୁଞ୍ଜ ବିହାରୀ ଧଳ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।। ଏ ନେଇ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।

୧୯୯୩ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ନିକୁଞ୍ଜ ଧଳ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସହିତ ସ୍ୱତନ୍ତ୍ର ରିଲିଫ କମିସନର ମଧ୍ୟ ଥିଲେ। ଏଥିସହିତ ସେ ଅବକାରୀ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗ୍ରୀଡ୍‌କୋ ଚେୟାରମ୍ୟାନ, ଓଏସ୍‌ବିସି ଚେୟାରମ୍ୟାନ ପଦବୀରେ ରହି କାର୍ଯ୍ୟ କରିଛନ୍ତି। ତେବେ ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ସମୟରେ ସେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିଲେ।

Leave A Reply

Your email address will not be published.