ଭୁବନେଶ୍ବର: ରାଜଧାନୀରେ ରାତି ତମାମ ଖୋଲା ରହୁଛି ବାର, ପବ ଆଉ କ୍ଲବ। ରାତି ବଢ଼ିବା ସହିତ ଏସବୁ ସ୍ଥାନରେ ଗହଳି ବି ବଢୁଛି। ଏଣିକି ରାଜଧାନୀରେ ବାର୍, ପବ୍ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ। ରାତିସାରା ଖୋଲୁଥିବା ବାର, ପବ୍ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ବନ୍ଦ ନହେଲେ ପ୍ରଥମ ଚଢ଼ାଉରେ ପଡ଼ିବ ଫାଇନ୍। ବାରମ୍ବାର ଉଲ୍ଲଂଘନ କଲେ ପବ୍, ବାର୍ ଲାଇସେନ୍ସ ବାତିଲ କରାଯିବ । ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଲେ ଅବକାରୀ କମିଶନର। ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ। ଅଫିସର ସଠିକ କାର୍ଯ୍ୟ ନକଲେ ତାଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେବ।
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍